Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:5-6

Help us?
Click on verse(s) to share them!
5ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”
6ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:5-6ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:5-6