Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-10

Help us?
Click on verse(s) to share them!
7ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
8“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
9ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
10ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:7-10