Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:10-14

Help us?
Click on verse(s) to share them!
10ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
11ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
12ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।
13ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
14ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:10-14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:10-14