Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:14-19

Help us?
Click on verse(s) to share them!
14ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
16ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
17ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:14-19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:14-19