Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:20-22

Help us?
Click on verse(s) to share them!
20ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
21ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:20-22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:20-22