Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:25-29

Help us?
Click on verse(s) to share them!
25ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
26ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
27ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
28ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”
29ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:25-29ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:25-29