Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:35-36

Help us?
Click on verse(s) to share them!
35ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
36ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:35-36ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:35-36