Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:35-36 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:35-36 in ଓଡିଆ ବାଇବେଲ

35 ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
36 ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22 in ଓଡିଆ ବାଇବେଲ