Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:4-5

Help us?
Click on verse(s) to share them!
4ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
5ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:4-5ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:4-5