Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:40-41

Help us?
Click on verse(s) to share them!
40ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
41ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:40-41ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:40-41