Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:13-14

Help us?
Click on verse(s) to share them!
13ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:13-14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:13-14