Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:14-16 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:14-16 in ଓଡିଆ ବାଇବେଲ

14 ସେତେବେଳେ ବାଲାକ ତାହାକୁ ପିସ୍‍ଗାର ପୃଷ୍ଠସ୍ଥିତ ସୋଫୀମ୍‍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16 ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 in ଓଡିଆ ବାଇବେଲ