Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:15-17

Help us?
Click on verse(s) to share them!
15ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”
17ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:15-17ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:15-17