Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:15-17 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:15-17 in ଓଡିଆ ବାଇବେଲ

15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16 ଏଥିରେ ସଦାପ୍ରଭୁ ବିଲୀୟମ୍‍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଇ ତାହାକୁ ଏହି କଥା କହିବ।”
17 ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23 in ଓଡିଆ ବାଇବେଲ