Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:17-19

Help us?
Click on verse(s) to share them!
17ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, ସଦାପ୍ରଭୁ କଅଣ କହିଅଛନ୍ତି ?
18ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”
19ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:17-19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:17-19