Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-23

Help us?
Click on verse(s) to share them!
20ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।
21ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
22ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।
23ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-23ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 23:20-23