Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:15-16 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:15-16 in ଓଡିଆ ବାଇବେଲ

15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24 in ଓଡିଆ ବାଇବେଲ