Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:17-18 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:17-18 in ଓଡିଆ ବାଇବେଲ

17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
18 ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24 in ଓଡିଆ ବାଇବେଲ