Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:2-4

Help us?
Click on verse(s) to share them!
2ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
4ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:2-4ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 24:2-4