Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25:3-7

Help us?
Click on verse(s) to share them!
3ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
4ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25:3-7ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 25:3-7