Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-4

Help us?
Click on verse(s) to share them!
1ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-4ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-4