Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-6

Help us?
Click on verse(s) to share them!
1ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”
3ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”
5ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
6ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-6ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:1-6