Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:11-12 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:11-12 in ଓଡିଆ ବାଇବେଲ

11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ।
12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍‍ଠାରୁ ଯାମୀନୀୟ ବଂଶ; ଯାଖୀନ୍‍ଠାରୁ ଯାଖୀନୀୟ ବଂଶ;
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26 in ଓଡିଆ ବାଇବେଲ