Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:13-17

Help us?
Click on verse(s) to share them!
13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:13-17ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:13-17