Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:13-21 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:13-21 in ଓଡିଆ ବାଇବେଲ

13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।
14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।
15 ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;
16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।
18 ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।
19 ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।
20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।
21 ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26 in ଓଡିଆ ବାଇବେଲ