Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:9-10

Help us?
Click on verse(s) to share them!
9ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।
10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:9-10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 26:9-10