Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:5-6

Help us?
Click on verse(s) to share them!
5ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
6ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:5-6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:5-6