Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:5-6 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10:5-6 in ଓଡିଆ ବାଇବେଲ

5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।
6 ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 10 in ଓଡିଆ ବାଇବେଲ