Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:13-19

Help us?
Click on verse(s) to share them!
13ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,
14ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,
15ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
16ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
17ପୁଣି, କୋଷପକ୍ଷୀ, ପାଣିକୁଆ, ବଗ,
18ଦୀର୍ଘଗଳ ହଂସ, ପାଣିଭେଳା, ଶାଗୁଣା;
19ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:13-19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:13-19