Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:35-38

Help us?
Click on verse(s) to share them!
35ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
36ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।
37ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।
38ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:35-38ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:35-38