Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:35-38 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:35-38 in ଓଡିଆ ବାଇବେଲ

35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।
37 ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।
38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 in ଓଡିଆ ବାଇବେଲ