Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:38-40

Help us?
Click on verse(s) to share them!
38ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
39ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
40ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:38-40ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:38-40