Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:38-40 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:38-40 in ଓଡିଆ ବାଇବେଲ

38 ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
39 ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
40 ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 in ଓଡିଆ ବାଇବେଲ