Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:9-10 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11:9-10 in ଓଡିଆ ବାଇବେଲ

9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 11 in ଓଡିଆ ବାଇବେଲ