Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12:2-4 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12:2-4 in ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
3 ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
4 ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 12 in ଓଡିଆ ବାଇବେଲ