Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:4-5

Help us?
Click on verse(s) to share them!
4ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
5ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:4-5ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:4-5