Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:4-5 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:4-5 in ଓଡିଆ ବାଇବେଲ

4 ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
5 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13 in ଓଡିଆ ବାଇବେଲ