Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:54-56

Help us?
Click on verse(s) to share them!
54ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;
55ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:54-56ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:54-56