Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:55-56 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:55-56 in ଓଡିଆ ବାଇବେଲ

55 ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56 ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13 in ଓଡିଆ ବାଇବେଲ