Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:55-57

Help us?
Click on verse(s) to share them!
55ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
57ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:55-57ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 13:55-57