Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:45-47 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:45-47 in ଓଡିଆ ବାଇବେଲ

45 ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
46 ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।
47 ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14 in ଓଡିଆ ବାଇବେଲ