Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:5-7

Help us?
Click on verse(s) to share them!
5ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
6ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
7ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:5-7ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 14:5-7