Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:10-12

Help us?
Click on verse(s) to share them!
10ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
11ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:10-12ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:10-12