Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:11-12 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:11-12 in ଓଡିଆ ବାଇବେଲ

11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15 in ଓଡିଆ ବାଇବେଲ