Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:20-21

Help us?
Click on verse(s) to share them!
20ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।
21ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:20-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:20-21