Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:22-25

Help us?
Click on verse(s) to share them!
22ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
23ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
24ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
25ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:22-25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:22-25