Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:24-26

Help us?
Click on verse(s) to share them!
24ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
25ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
26ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:24-26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:24-26