Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:24-26 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15:24-26 in ଓଡିଆ ବାଇବେଲ

24 ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।
25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।
26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 15 in ଓଡିଆ ବାଇବେଲ