Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:26-30

Help us?
Click on verse(s) to share them!
26ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
27ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
28ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
30କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:26-30ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 16:26-30