Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:10-15

Help us?
Click on verse(s) to share them!
10ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
11ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
12ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
13ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
14ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
15ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:10-15ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 18:10-15